ଗୋଟିଏ ଦିନରେ ସର୍ବାଧିକ ୫୬୧ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର- ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ୫୬୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରର ୪୨୫ ହୋଇଥିବା ବେଳେ ୧୩୬ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ନୂତନ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୮୩, କଟକ ୮୧, ରାୟଗଡା ୭.!-->…