୭୬ ଜଣଙ୍କୁ ଭିନ୍ନକ୍ଷମ ପ୍ରମାଣ ପତ୍ର ପ୍ରଦାନ

ବାରିପଦା: ବୁଧବାର ମୟୂରଞ୍ଜ ଜିଲ୍ଲାରେ ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନ ପାଇଁ ଜିଲ୍ଲାପାଳ ବିନୀତ ଭରଦ୍ୱାଜଙ୍କ ସୁପାରିଶ କ୍ରମେ ଜିଲ୍ଲା ମେଡିକାଲ ବୋର୍ଡ ଆୟୋଜିତ ହୋଇଯାଇଛି । ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ନରେଶ ଚନ୍ଦ୍ର ବିନ୍ଧାଣୀଙ୍କ ତତ୍ୱାବଧାନରେ ଏବଂ ପ୍ରତିଜ୍ଞା

କରୋନାକୁ ହରାଇଲା ୪ ବର୍ଷର ଶିଶୁ

କବିସୂର୍ଯ୍ୟନଗର: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଏନ୍ଏସିର ଜଣେ ବ୍ୟବସାୟୀଙ୍କ କରୋନାରେ ଗତମାସ ୨୦ ତାରିଖରେ ମୃତ୍ୟୁ ହୋଇଥିଲା । ତାଙ୍କଠାରୁ ସଂକ୍ରମିତ ହୋଇ ୪ ବର୍ଷର ଶିଶୁ ପୁତ୍ର ସହ ପରିବାରର ଆଉ ଚାରିଜଣ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସା ହେଉଥିଲେ । ଗୋଟିଏ ଦିନରେ ଏହି ପରିବାରର

ପୋଲ ନିର୍ମାଣର ୨ ବର୍ଷ ପରେ ମଧ୍ୟ ସଂଯୋଗୀକରଣ ରାସ୍ତା ନାହିଁ

ଚମ୍ପୁଆ: ବ୍ଲକ କର୍ଯ୍ୟାଳୟ ସହିତ ପଂଚାୟତବାସୀଙ୍କୁ ଯୋଡିବା ପାିଁଇଁ ସରକାର ଆମ ଗାଁ ଆମ ବିକାଶର ନାରା ଦେଉ ଥିବା ବେଳେ ଚମ୍ପୁଆ ବ୍ଳକ ବୈତରଣୀ ନଦୀ ଆର ପଟେ ଥିବା କୁଟାରୀପଶି ପଂଚାୟତବାସୀଙ୍କ ଦୁଃଖ ଏ ପର୍ଯ୍ୟନ୍ତ ଦୂର ହୋଇ ପାରିନାହିଁ । ସେମାନଙ୍କ ପାଇଁ ଏହି ପୋଲ ଉପଯୋଗି ହୋଇ ପାରି

ବର୍ଷା ବଢ଼ିବ

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ଥିବା ବେଳେ ଉତର ଛତିଶଗଡ଼ ଉପରେ ବି ଆଉ ଏକ ଘୂର୍ଣ୍ଣିବଳୟ ରହିଛି । ଏଥି ସହିତ ମୌସୁମୀ ପୁଣି ଥରେ ସକ୍ରିୟ ହେବା ସମ୍ଭାବନା ସୃଷ୍ଟି ହୋଇଥିବାରୁ ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ହୋଇପାରେ । ୩ରୁ ବର୍ଷା ଅଧିକ ହେବା ସହିତ ୫ ତାରିଖ

ସବୁଜ ଭାରତ ତରଫରୁ ରକ୍ତଦାନ ଶିବିର

ଭୁବନେଶ୍ୱର : ସବୁଜ ଭାରତ ତରଫରୁ ସ୍ଥାନୀୟ ୟୁନିଟ୍-୩ସ୍ଥିତ ଚାର୍ମ କ୍ଲିନିକ ପରିସରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଏବଂ ଅପରାହ୍ନ ୪ ଘଟିକା ସମୟରେ ହଂସପାଳ ଛକଠରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠୀତ ହୋଇଯାଇଛି । ସବୁଜ ଭାରତର ସଭାପତି ସତ୍ୟବ୍ରତ ଜେନାଙ୍କ ଜନ୍ମଦିନ ଅବସରରେ ଏହି

କରୋନା ଯୋଦ୍ଧାଙ୍କୁ ସମ୍ମାନ

ଭୁବନେଶ୍ୱର: ଭୁବନେଶ୍ୱର ନିକଟସ୍ଥ ବାଲିଅନ୍ତା ବ୍ଲକ ଅନ୍ତର୍ଗତ ସତ୍ୟଭାମାପୁର ସରକାରୀ ଉଚ୍ଚ ବିଦ୍ୟାଳୟର ଆଦର୍ଶ ପ୍ରଧାନ ଶିକ୍ଷକ ନାରାୟଣ ବେହେରାଙ୍କୁ ଭୁବନେଶ୍ୱରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଆଦିଶକ୍ତି ·ରିଟେବୁଲ ଟ୍ରଷ୍ଟ ତରଫରୁ କରୋନା ଯୋଦ୍ଧା ସମ୍ମାନରେ ସମ୍ମାନିତ କରାଯାଇଛି ।

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେକର୍ଡରୁମ୍ ଉଦ୍ଘାଟିତ

ଜଗତସିଂହପୁର : ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେକର୍ଡରୁମ୍ ଏବଂ ପ୍ରଭାଗୀୟ ଶ୍ରମ ଆୟୁକ୍ତ-ତଥା-କର୍ମଚାରୀ କ୍ଷତିପୂରଣ କମିଶନରଙ୍କ କାର୍ଯ୍ୟାଳୟର ନୂତନ ଗୃହ ଓଡିଶାର ଜଳ ସଂପଦ,ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସଙ୍କ ଦ୍ୱାରା ଶୁଭ ଉଦ୍ଘାଟିତ ହୋଇଯାଇଅଛି ।

ଆତ୍ମନିର୍ଭର ଭାରତ ନିର୍ମାଣରେ ପ୍ରାକୃତିକ ଗ୍ୟାସର ବଡ ଭୂମିକା : ଧର୍ମେନ୍ଦ୍ର

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ କୋଭିଡ୍ ଚ୍ୟାଲେଞ୍ଜକୁ ସୁଯୋଗରେ ପରିଣତ କରିବା ପାଇଁ ଆତ୍ମନିର୍ଭର ଭାରତ ଅଭିଯାନ ଆରମ୍ଭ କରିଛନ୍ତି । ଆତ୍ମନିର୍ଭର ଭାରତ ନିର୍ମାଣ ଦିଗରେ ପ୍ରାକୃତିକ ଗ୍ୟାସର ମହତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ବୁଧବାର ଆନ୍ତର୍ଜାତିକ ଉର୍ଜା ଏଜେନ୍ସି (ଆଇଇଏ) ଏବଂ

ଭଉଣୀ ଉପରେ ରାଗି ଆତ୍ମହତ୍ୟା କଲା ଭାଇ

ପାଟନା: ଭଉଣୀ ମୋବାଇଲ ନଦେବାରୁ ବେକରେ ଓଢଣୀ ଦେଇ ଆତ୍ମହତ୍ୟା କଲା ଭାଇ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ପୋଲାଣ ଘାଟି ଗାଁରେ । ଆତ୍ମହତ୍ୟା କରିଥିବା ନାବାଳକ ହେଉଛନ୍ତି ମହେଶ ମହାଁନ୍ତି । ଭଉଣୀ ମୋବାଇଲ ନଦେବାରୁ ଭାଇ ,ଭଉଣୀ ମଧ୍ୟରେ ଝଗଡା