ବାହୁଡ଼ାଯାତ୍ରା ପାଇଁ ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଦକ୍ଷିଣ ମୋଡରେ ତିନି ରଥ
ପୁରୀ: ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ପାଇଁ ପ୍ରସ୍ତୁତି ଜୋର । ଆଜି ତିନି ରଥ ଦକ୍ଷିଣ ମୋଡ ନେଇଛନ୍ତି । ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱରା ପାଖକୁ ଆସିବେ ତିନି ରଥ । ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ପରେ ତିନି ରଥ ଦକ୍ଷିଣ ମୋଡ଼ ନୀତି ଆରମ୍ଭ ହୋଇଛି । ଶରଧବାଲିରେ!-->…