ପୁରୀରେ ସରୋଲଜିକାଲ ସର୍ଭେ

ପୁରୀ- ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ସରୋଲଜିକାଲ ସର୍ଭେ କରିବା ପାଇଁ ନିଷ୍ପତି ହୋଇଛିି । ପ୍ରଥମ ପର୍ଯ୍ୟାୟରେ ସର୍ଭେ ପ୍ରକ୍ରିୟା ପୁରୀରୁ ଆରମ୍ଭ ହୋଇଛି । କରୋନା ଗୋଷ୍ଠୀ ସଂକ୍ରମଣ ଆଶଙ୍କା ନେଇ ଏହି ସର୍ଭେ ପ୍ରକ୍ରିୟା ଜାରି ରହିବ । ପର୍ଯ୍ୟାୟ କ୍ରମେ ଗଞ୍ଜାମ,

ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ- ତେଳ ଦର ଆକାଶ ଛୁଆଁ । ଗତ ୨୧ ଦିନ ଧରି କ୍ରମାଗତ ପେଟ୍ରୋଲ ଓ ଡିଜେଲ ଦର ବଢିଚାଲିଛି । ଆଜି ପେଟ୍ରୋଲ ଲିଟର ପିଛା ୨୫ ପଇସା ବଢିଥିବା ବେଳେ ଡିଜେଲ ଲିଟର ପିଛା ୨୧ ପଇସା ବୃଦ୍ଧି ପାଇଛି । ଦିଲ୍ଲୀରେ ପେଟ୍ରୋଲ ଦର ୮୦ଟଙ୍କା ୩୮ ପଇସା ଓ ଡିଜେଲ ଦର ୮୦ ଟଙ୍କା ୪୦ ପଇସା ରହିଛି ।

ରାଜ୍ୟରେ କରୋନା ନେଲା ଆଉ ଏକ ମୁଣ୍ଡ

ଭୁବନେଶ୍ୱର- ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ଗଞ୍ଜାମ ଜିଲ୍ଲାର ୬୮ ବର୍ଷୀୟ ବୃଦ୍ଧଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେ ପୂର୍ବରୁ ଉଚ୍ଚ ରକ୍ତଚାପ ଓ ମଧୁମେହ ରୋଗରେ ପୀଡିତ ଥିଲେ ।

ଜୁଲାଇ ୧୫ ଯାଏ ଆନ୍ତର୍ଜାତୀୟ ବିମାନ ସେବା ବନ୍ଦ

ନୂଆଦିଲ୍ଲୀ : ଆନ୍ତର୍ଜାତୀୟ ବିମାନ ସେବା ଜୁଲାଇ ୧୫ ଯାଏ ସ୍ଥଗିତ ରହିବ ବୋଲି ବେସାମାରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି । ପ୍ରତ୍ୟହ କରୋନା ସଂକ୍ରମଣର ଅହେତୁକ ବୃଦ୍ଧିକୁ ଆଖି ଆଗରେ ରଖି ଏପରି ନିଷ୍ପତି ନିଆଯାଇଥିବା ଜଣାଯାଇଛି । ନିର୍ଦ୍ଧିଷ୍ଟ ସର୍ତ ସହିତ କିଛି ରୁଟ୍

ଜୁଲାଇ ୧୫ସୁଦ୍ଧା ସିବିଏସଇ ପରୀକ୍ଷା ଫଳ

ନୂଆଦିଲ୍ଳୀ: ଆସନ୍ତର ଜୁଲାଇ ୧୫ ତାରିଖ ସୁଦ୍ଧା ସିବିଏସଇ, ଆଇସିଏସ୍ଇ, ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପାଇବ । ଆଜି ସିବିଏସଇ ପରୀକ୍ଷା କଟ୍ରୋଂଲର ସଂଯମ ଭରଦ୍ୱାଯ ଘୋଷଣା କରିଛନ୍ତି । ଭରଦ୍ୱାଦ ଆହୁରି ମଧ୍ୟ କହିଛନ୍ତି ଯେ, ନମ୍ବର ବଢାଇବା ନିମନ୍ତେ ସିବିଏସଇର ଦ୍ୱାଦଶ ଶ୍ରେଣୀର

ମୌସୁମୀ ଦୁର୍ବଳ : ବଦଳୁଛି ପାଣିପାଗ

ଭୁବନେଶ୍ୱର: ଚଳିତବର୍ଷ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ନିର୍ଦ୍ଧାରିତ ସମୟରେ ପ୍ରେବେଶ କରିଥିଲା ବେଳେ ଏବେ ଦୃବଳ ହୋଇଯାଇଛି । ପରିଣତି ସ୍ୱରୁପ ରାଜ୍ୟରେ ଅସହ୍ୟ ଖରା ସାଙ୍ଗକୁ ଗୁଳୁଗୁଳି ଏବେ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଲାଣି । ଗୋଟିଏ ସପ୍ତାହ ବର୍ଷା ପରେ ହଠାତ୍ ମୌସୁମୀ ଦୁର୍ବଳ

ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଉପରେ ଗୁରୁତ୍ୱ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ

ଆଜି ଲୋକସଭା ବନ୍ଦରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରାକୁତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ବିପର୍ଯ୍ୟୟ ପରିଚାଳନା ଗତିଶୀଳ, ସାମଗ୍ରୀକ ଓ ଭାଗୀଦାର ମୂଳକହେବା ଉଚିତ୍ । ବିପର୍ଯ୍ୟୟ ପରିଚାଳନା ଦୃଷ୍ଟିଭଙ୍ଗିର ମୂଳନୀତି ହେଉଛି