ରାଜ୍ୟରେ ଖୋଲିବ ମେଡିକାଲ କଲେଜ
ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ହାର ହ୍ରାସ ପାଉଥିବା ବେଳେ ବନ୍ଦ ଥିବା ମେଡିକାଲ କଲେଜକୁ ପୁଣି ଥରେ ଖୋଲିବା ପାଇଁ ସରକାର ନିଷ୍ପତି ନେଇଛନ୍ତି । ଏଥିନେଇ ଡିଏମଇଟିଙ୍କୁ ଚିଠି ଲେଖି ଜଣାଇଛନ୍ତି ଏସିଏସ୍ ପ୍ରଦୀପ୍ତ ମହାପାତ୍ର । କୋଭିଡ୍ ଗାଇଡଲାଇନ୍ ପାଳନ ପୂର୍ବକ ପୁଣିଥରେ!-->…