ଆନ୍ତର୍ଜାତିକ ନିଶାଦ୍ରବ୍ୟ ନିଷେଧ ଦିବସରେ ସଚେତନତା
ଭୁବନେଶ୍ୱର: ସ୍ୱେଚ୍ଛାସେବୀ ସାମାଜିକ ସଙ୍ଗଠନ ୟୁଥ୍ ଫର୍ ଭଲ୍ୟୁନଟାରୀ ୱାର୍କ' ତରଫରୁ ଆନ୍ତର୍ଜାତିକ ନିଶାଦ୍ରବ୍ୟ ନିଷେଧ ଦିବସ ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ ସଙ୍ଗଠନର ଅଧ୍ୟକ୍ଷ ମିର ଅହମ୍ମଦ୍ ଅଲ୍ଲୀଙ୍କ ପରିଚାଳନାରେ ଭୁବନେଶ୍ୱରସ୍ଥିତ ମାଷ୍ଟରକ୍ୟାଂଟିନ୍ ଛକରେ ସାମାଜିକ ଦୂରତ୍ୱ!-->…