ରାଜ୍ୟରେ ଚାଲିଛି କରୋନା ମୃତ୍ୟୁର ଅଡିଟ୍
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଏବେ ତଳମୁହାଁ ଥିବା ବେଳେ ମୃତ୍ୟୁ ସଂଖ୍ୟାର ଅଡିଟ ଶେଷ ହେଉ ନାହିଁ । ଦୈନିକ ପ୍ରାୟ ୬୦ରୁ ୭୦ ମୃତକଙ୍କ ସମ୍ପର୍କରେ ସୂଚନା ଦିଆଯାଉଥିବା ବେଳେ ଏହାକୁ ଦେଖି ଲୋକଙ୍କ ମନରେ ଛନକା ପଶି ଯାଉଛି । ହେଲେ ଆଉ ମାତ୍ର ୧୦ରୁ ୧୫ ଦିନ ମଧ୍ୟରେ କରୋନାର ବଳକା!-->…