ଡେଙ୍ଗୁ, ମ୍ୟାଲେରିଆ ଓ କରୋନା ନିରାକରଣ ନେଇ ବୈଠକ
ଚମ୍ପୁଆ, ୨୩.୬(ନି.ପ୍ର.): ବଡ଼ବିଲ ପୌରପାଳିକା ଅଂଚଳରେ ଡେଙ୍ଗୁ, ମ୍ୟାଲେରିଆ ଏବଂ ମହାମାରୀ କରୋନା (କୋଭିଡ୍-୧୯) ନିରାକରଣ ସମ୍ପର୍କିତ ଏକ ବୈଠକ ପୌରପାଳିକା ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦୁଝର ଜିଲ୍ଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ଚମ୍ପୁଆ!-->…