୨୫ରେ ଛଡାଯିବ ହୀରାକୁଦ ଡ୍ୟାମର ପ୍ରଥମ ବନ୍ୟାଜଳ
ସମ୍ବଲପୁର- ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଆସନ୍ତା ୨୫ ତାରିଖରେ ହୀରାକୁଦ ଡ୍ୟାମରୁ ଛଡାଯିବ । ଏନେଇ ଡ୍ୟାମର ମୁଖ୍ୟଯନ୍ତ୍ରୀ ସୁନୀଲ କୁମାର ନାୟକ ସୂଚନା ଦେଇଛନ୍ତି । ଡ୍ୟାମ କର୍ତୃପକ୍ଷ ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଛତିଶଗଡ ଅଂଚଳରେ ଅଧିକ ବର୍ଷା ହୋଇଥିବାରୁ ଡ୍ୟାମ ମଧ୍ୟରେ!-->…