ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪ ଛୁଇଁଲା
ଭୁବନେଶ୍ୱର- କରୋନା ନେଲା ଆଉ ୨ ଜୀବନ । ଦୁଇ ମୃତକଙ୍କ ମଧ୍ୟରୁ ଜଣେ ବରଗଡ ଜିଲ୍ଲାର ଓ ବୟସ ୭୬ । ଅନ୍ୟ ଜଣେ ଗଞ୍ଜାମ ଜିଲ୍ଲାର ବୟସ ୪୯ । ତେବେ ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୭ରେ ପଂହଚିଛି ।ବରଗଡରେ ପ୍ରାଣ ହରାଇଥିବା ବୃଦ୍ଧ ଜଣଙ୍କ ଡାକ୍ତରଖାନାରେ ଭର୍ତି ହୋଇଥିଲେ । ଚିକିତ୍ସାଧୀନ!-->…