ମୁମ୍ବାଇ ଆକ୍ରମଣର ମୁଖ୍ୟ ଅଭିଯୁକ୍ତ ଗିରଫ
ୱାଶିଂଟନ,୨୦.୬ (ଏଜେନ୍ସି): ମୁମ୍ବାଇ ୨୬/୧୧ ଆକ୍ରମଣର ମୁଖ୍ୟ ଅଭିଯୁକ୍ତ ତଥା ପାକିସ୍ତାନୀ ଆତଙ୍କବାଦୀ ତହୱୁର ହୁସେନ ରାଣା ଆମେରିକାରେ ଗିରଫ ହୋଇଛି । ଆମେରିକା ପୁଲିସ ଲସଆଞ୍ଜେଲ୍ସରୁ ତହୱୁରକୁ ଗିରଫ କରିଛି । ସେ ଦୁଇ ଦିନ ତଳେ ଆମେରିକାର ଏକ ଜେଲରୁ ମୁକୁଳିଥିଲା । କିନ୍ତୁ ତହୱୁରକୁ!-->…