‘ବୁଲ୍ବୁଲ’ର ଟ୍ରେଲର ରିଲିଜ୍!
ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଦ୍ୱିତୀୟ ଓ୍ବେବ୍ ସିରିଜ୍ ‘ବୁଲବୁଲ’ର ଟ୍ରେଲର ରିଲିଜ୍ ହୋଇଛି। ଏଥିରେ ଅଭିନେତ୍ରୀ ତୃପ୍ତି ଡିମରୀଙ୍କୁ ବଙ୍ଗାଳୀ ବୋହୂ ଚରିତ୍ରରେ ଦେଖିବାକୁ ମିଳୁଛି। ସୁପରନେଚୁରାଲ କାହାଣୀ ଉପରେ ଆଧାରିତ ଏହି ଓ୍ବେବ୍!-->!-->!-->…