ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା
ମୁମ୍ବାଇ- ବଲିଓଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୁମ୍ବାଇ ସ୍ଥିତ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି । ଖବର ପାଇଁ ପୁଲିସ ଘଟଣା ସ୍ଥଳରେ ପଂହଚି ତଦନ୍ତ ଆରମ୍ଭ କରିଛନ୍ତି । ଆତ୍ମହତ୍ୟାର ପ୍ରକୃତ କାରଣ ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସବୁକିଛି ଠିକ ଚାଲିଥିବା ବେଳେ ହଠାତ!-->…