‘ମନ୍ କି ବାତ୍’ : ଓଡ଼ିଆ ପୁଅ ଇସାକ୍ ମୁଣ୍ଡାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମରେ ସମ୍ବଲପୁରର ଇସାକ ମୁଣ୍ଡାଙ୍କୁ ଭୁୟସିଂ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଦିନେ ଦିନ ମଜୁରିଆ ଥିବା ଇସାକ ମୁଣ୍ଡା ଆଜି ୟୁଟ୍ୟୁବ୍ ସେନସେସନ୍ ପାଲଟି ଯାଇଛନ୍ତି । ନିଜ ୟୁଟ୍ୟୁବ୍!-->…