ସୀମାନ୍ତ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି: ସେନାମୁଖ୍ୟ
ନୂଆଦିଲ୍ଲୀ: ହ ଭାରତର ସୀମାନ୍ତ ସ୍ଥିତି ନିୟନ୍ତ୍ରଣାଧୀନ ରହିଥିବା କହିଛନ୍ତି ସେନାମୁଖ୍ୟ ଜେନେରାଲ୍ ମନୋଜ ମୁକୁନ୍ଦ ନରୱଣେ କହିଛନ୍ତି। ଭାରତ ଓ ଚୀନ୍ ମଧ୍ୟରେ ଦେଖା ଦେଇଥିବା ବିବାଦର ସମାଧାନ ନିମନ୍ତେ ଉଚ୍ଚସ୍ତରୀୟ ପ୍ରତିନିଧିଙ୍କ ମଧ୍ୟରେ ଆଲୋଚନା ଚାଲିଛି। ପ୍ରତିରକ୍ଷା!-->…