ଅଙ୍କିତାଙ୍କର ହେଲା ନିର୍ବନ୍ଧ!
ମୁମ୍ବାଇ: ଫିଲ୍ମ ‘ମଣିକର୍ଣ୍ଣିକା’ ମାଧ୍ୟମରେ ବଲିଉଡ୍ରେ ଏଣ୍ଟ୍ରି କରିଥିବା ଟେଲିଭିଜନର ଫେମଶ ଆକ୍ଟ୍ରେସ୍ ଅଙ୍କିତା ଲୋଖଣ୍ଡେ ଏବେ ଆସିଛନ୍ତି ଚର୍ଚ୍ଚାକୁ। ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ ରହୁଥିବା ଏହି ନାୟିକା ନିକଟରେ ତାଙ୍କ ଇନଷ୍ଟାଗ୍ରାମରେ ଏମିତି ଏକ ଫଟୋ ଶେୟାର କରିଛନ୍ତି!-->…