ଛତିଶଗଡ଼ର ପ୍ରଥମ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ଦେହାନ୍ତ
ରାୟପୁର: ଛତିଶଗଡର ପ୍ରଥମ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କର ଆଜି (ଶୁକ୍ରବାର) ଅପରାହ୍ଣରେ ଦେହାନ୍ତ ହୋଇଯାଇଛି। ଅଜିତ୍ ଯୋଗୀ ଆଜି ଅପରାହ୍ଣରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ତାଙ୍କ ପୁଅ ଅମିତ ଯୋଗୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ଅଜିତ୍ ଯୋଗୀଙ୍କୁ ୭୪ ବର୍ଷ!-->!-->!-->!-->!-->…