ରାଜ୍ୟସଭା ସଂସଦୀୟ ଦଳ ମୁଖ୍ୟ ହେଲେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ
ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟସଭାରେ ବିଜେପିର ସଂସଦୀୟ ଦଳର ନେତା ହେବା ନେଇ ଯେଉଁ ଚର୍ଚ୍ଚା ହେଉଥିଲା, ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି । ଧର୍ମେନ୍ଦ୍ର ନୁହେଁ ବରଂ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ ରାଜ୍ୟସଭାରେ ସଂସଦୀୟ ଦଳ ନେତା ଭାବେ ନିଯୁକ୍ତି ପାଇଛି!-->…