‘ଅମ୍ଫାନ୍’: ୨୦ ସନ୍ଧ୍ୟା ସୁଦ୍ଧା ସୁନ୍ଦରବନ ନିକଟରେ କରିବ ଲାଣ୍ଡଫଲ୍
ନୂଆଦିଲ୍ଲୀ/ ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଅମ୍ଫାନ ଏବେ ପାରାଦୀପ ଠାରୁ ଦକ୍ଷିଣରେ ପ୍ରାୟ ୪୦୦ କିମି ଦୂରରେ ରହି ଉତ୍ତର ଉତ୍ତର-ପୂର୍ବ ଦିଗରେ ସମୁଦ୍ର ମଧ୍ୟରେ ଘଣ୍ଟା ପ୍ରତି ୧୫ କିମି ବେଗରେ ଗତି କରୁଛି । ଅମ୍ଫାନର କେନ୍ଦ୍ରସ୍ଥଳରେ ପବନର ବେଗ ଘଣ୍ଟାପ୍ରତି ୨୦୦ରୁ ୨୪୦ କିଲୋମିଟର!-->…