ନୂଆ ମାର୍ଗଦର୍ଶିକା ଜାରି କଲା ଭୁବନେଶ୍ବର ମହାନଗର ନିଗମ
ଭୁବନେଶ୍ବର : ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନୂଆ ମାର୍ଗଦର୍ଶିକା ଜାରି କରାଯାଇଛି । ଏହି ଲକଡାଉନ ୪.୦ରେ କେଉଁ କ୍ଷେତ୍ରକୁ କଟକଣା କୋହଳ କରାଯାଇଛି ଓ କେଉଁ କ୍ଷେତ୍ରରେ କଟକଣା ଜାରିରହିଛି ତାହା ସ୍ପଷ୍ଟ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ ।
ବିମାନସେବା ଉପରେ!-->!-->!-->…