କିଛି ଶିକ୍ଷିଲେ ନାହିଁ
ଦେଶରେ ମହାମାରୀ କରୋନାର ପ୍ରଥମ ଓ ଦ୍ୱିତୀୟ ଲହର ସଂକ୍ରମଣରେ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ୪ ଲକ୍ଷ ଟପିସାରିଲାଣି । ସଂକ୍ରମଣରେ ଭାରତ ବିଶ୍ୱରେ ତୃତୀୟ ସ୍ଥାନରେ ଥିବା ବେଳେ ମୃତକ ସଂଖ୍ୟାରେ ଦ୍ୱିତୀୟ ସ୍ଥାନରେ ରହିଛି । ଏବେ ଦ୍ୱିତୀୟ ଲହର!-->…