ବରିଷ୍ଠ ସାମ୍ବାଦିକ ଜ୍ଞାନରଞ୍ଜନ ଦାସ ସମ୍ବର୍ଦ୍ଧିତ

ଭୁବନେଶ୍ୱର : ଜୟଦେବ ଭବନ ଠାରେ ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ମଦର ପକ୍ଷରୁ ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବରିଷ୍ଠ ସାମ୍ବାଦିକ ଜ୍ଞାନରଞ୍ଜନ ଦାସଙ୍କୁ ସମ୍ବର୍ଦ୍ଧିତ କରାଯାଉଛି। ପାର୍ଶ୍ୱରେ ଅନୁଷ୍ଠାନର ସଭାପତି ପ୍ରାକ୍ତନ ଆୟକର ପ୍ରଧାନ ଆୟୁକ୍ତ ଶରତ କୁମାର ଦାଶ, ସମ୍ପାଦିକା ସସ୍ମିତା ଦାସ, ପଦ୍ମଶ୍ରୀ ଶ୍ୟାମାମଣୀ ଦେବୀ, ପଦ୍ମଶ୍ରୀ କୁମ୍‌କୁମ୍‌ ମହାନ୍ତି, ଡଃ ଅଜୟ ସ୍ବାଇଁ, ଚାଟାର୍ଡ ଆକାଉଣ୍ଟାଣ୍ଟ୍‌ ଶରତ ଚନ୍ଦ୍ର ଭଦ୍ର ସମ୍ମାନିତ କରୁଛନ୍ତି।

Leave A Reply

Your email address will not be published.

three × two =