ବଲାଙ୍ଗୀର ପାଇଁ ଦୁଇ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କୋଭିଡ଼ ଦ୍ୱିତୀୟ ଲହରୀ ର ମୁକାବିଲା ପାଇଁ ବଲାଙ୍ଗୀର ଜିଲ୍ଲା କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ,ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଦୁଇ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ସୂଚନାଯୋଗ୍ୟ ଯେ କୋଭିଡ଼ର ପ୍ରଥମ ଲହର ରେ ଗତ ବର୍ଷ ବିଭିନ୍ନ ପର୍ଯାୟରେ ବଲାଙ୍ଗୀର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ବାର କୋଟି ଟଙ୍କା ମଞ୍ଜୁର କରିଥିଲେ ।

Leave A Reply

Your email address will not be published.

twenty − 20 =