ହେନ୍ତାଳ ବନ ସୃଷ୍ଟି କରିଥିବା ବଡ଼କୋଟ ଗ୍ରାମବାସୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପରିବେଶବିତ୍ ବିଜୟ କୁମାର କବି ଏବଂ କେନ୍ଦ୍ରାପଡ଼ା ଜିଲ୍ଲା ବଡ଼କୋଟର ଗ୍ରାମବାସୀମାନେ ୧୨ ବର୍ଷ ମଧ୍ୟରେ ୨୫ ଏକର ଜମିରେ ହେନ୍ତାଳ ବନ ସୃଷ୍ଟି କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏହି ଉଦ୍ୟମ ଅନ୍ୟମାନଙ୍କୁ ବନୀକରଣ ଏବଂ ପରିବେଶ ସୁରକ୍ଷା ପାଇଁ ପ୍ରେରଣିତ କରିବ ବୋଲି ସେ ଆଶାପ୍ରକାଶ କରିଛନ୍ତି ।

Leave A Reply

Your email address will not be published.

fourteen − 1 =