୫ ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ


କୋରାପୁଟ- ଆଜି ଠାରୁ ୫ ଦିନ ପର୍ଯ୍ୟନ୍ତ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲ ବନ୍ଦ ରହିବ । ଏମର୍ଜେନ୍ସି ବ୍ୟତିତ ଅନ୍ୟ ସମସ୍ତ ବିଭାଗ ବନ୍ଦ ରହିବ । ହସ୍ପିଟାଲ ସୁପରିଟେଂଣ୍ଡେଂଟ ଜିଲ୍ଲାପାଳଙ୍କ ସହ ଆଲୋଚନା କରିବା ପରେ ମେଡିକାଲ ବନ୍ଦ ଘୋଷଣା କରାଯାଇଛି । କରୋପୁଟ ଜିଲ୍ଲାରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତି ନିଆଯାଇଛି । ଏହି ଜିଲ୍ଲାରେ ୭୭୧ କେରାନା ଆକ୍ରାନ୍ତ ଚିହ୍ନଟ ହେଇଥିବା ବେଳେ ୨୨୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଓ ୫୫୦ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

Leave A Reply

Your email address will not be published.

five × 1 =