ଆଦିତ୍ୟ ଦାଶ ମୃତ୍ୟୁ ଘଟଣାର ତଦନ୍ତ ରିପୋର୍ଟ ମାଗିଲେ ଏନଏଚଆରସି

ଭୁବନେଶ୍ବର : ମାନବପ୍ରେମୀ ତଥା ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣାର ଜିଆରପି ତଦନ୍ତ କରୁଥିବା ବେଳେ ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି ) କାର୍ଯ୍ୟନୁଷ୍ଠାନ ରିପୋର୍ଟ ମାଗିଛନ୍ତି। ତେବେ ୪ ସପ୍ତାହ ମଧ୍ୟରେ ରିପୋର୍ଟ ଦେବା ପାଇଁ ନିର୍ଦେଶ ଦିଆଯାଇଛି। ଜାତୀୟ ମାନବାଧିକାର ଆୟୋଗ ପୁଲିସ କମିଶନରଙ୍କୁ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦେବାକୁ କହିଛନ୍ତି। ଆଦିତ୍ୟ ଦାଶ ମୃତ୍ୟୁ ଘଟଣାରେ କ’ଣ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ତାହା ଜଣାଇବାକୁ କୁହାଯାଇଛି। ଅନ୍ୟପକ୍ଷରେ ଜିଆରପି ଏନେଇ ଜଣକ ପରେ ଜଣଙ୍କୁ ଜେରା କରୁଛି।

Leave A Reply

Your email address will not be published.

twenty − three =